| Sr. No. | Title | Description | Start Date | End Date | Download/Details |
|---|---|---|---|---|---|
| 1 | ଘୋଷଣା File No. 6330/2025 Date: 25.9.2025 (Tahsildar, Malkangiri) | ସର୍ବସାଧାରଣଙ୍କ ଅବଗତି ନିମନ୍ତେ , ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅଧୁନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : ସର୍ଗିଗୁଡା, ଥାନା : ମାଲକାନଗିରି, ତହସିଲ :ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଗ୍ରହଣ ଆବଶ୍ୟକ ହେଉଅଛି । ଏହି ଭୂମି ଅଗ୍ରହଣ ସମ୍ୱନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୭୭ /୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି । |
26-09-2025 | 25-03-2026 |
|
| 2 | ଘୋଷଣା File No. 6302/2025 Date: 25.9.2025 (Tahsildar, Malkangiri) | ସର୍ବସାଧାରଣଙ୍କ ଅବଗତି ନିମନ୍ତେ , ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : ରାଙ୍ଗଣୀଗୁଡା, ଥାନା : ମାଲକାନଗିରି, ତହସିଲ :ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଗ୍ରହଣ ଆବଶ୍ୟକ ହେଉଅଛି । ଏହି ଭୂମି ଅଧୁଗ୍ରହଣ ସମ୍ବନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୭୯ /୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି । |
26-09-2025 | 25-03-2026 |
|
| 3 | ଘୋଷଣା File No. 6323/2025 Date: 25.9.2025 (Tahsildar, Malkangiri) | ସର୍ବସାଧାରଣଙ୍କ ଅବଗତି ନିମନ୍ତେ, ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅଧୁନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : ପାଣ୍ଡରିପାଣି , ଥାନା : ମାଲକାନଗିରି, ତହସିଲ :ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଧିଗ୍ରହଣ ଆବଶ୍ୟକ ହେଉଅଛି । ଏହି ଭୂମି ଅଧିଗ୍ରହଣ ସମ୍ୱନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜୁନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୬୩ / ୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି । |
26-09-2025 | 25-03-2026 |
|
| 4 | ଘୋଷଣା File No. 6316/2025 Date: 25.9.2025 (Tahsildar, Malkangiri) | ସର୍ବସାଧାରଣଙ୍କ ଅବଗତି ନିମନ୍ତେ , ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅଧୁନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : କେନ୍ଦୁଗୁଡା, ଥାନା : ମାଲକାନଗିରି, ତହସିଲ :ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଗ୍ରହଣ ଆବଶ୍ୟକ ହେଉଅଛି । ଏହି ଭୂମି ଅଗ୍ରହଣ ସମ୍ବନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୮୧/୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି । |
26-09-2025 | 25-03-2026 |
|
| 5 | ଘୋଷଣା File No. 6309/2025 Date: 25.9.2025 of (Tahsil, malkangiri) | ସର୍ବସାଧାରଣଙ୍କ ଅବଗତି ନିମନ୍ତେ, ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅଧୁନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : ଦାନିଗୁଡା, ଥାନା : ମାଲକାନଗିରି, ତହସିଲ : ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଗ୍ରହଣ ଆବଶ୍ୟକ ହେଉଅଛି । ଏହି ଭୂମି ଅଗ୍ରହଣ ସମ୍ୱନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୬୧/୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି । |
26-09-2025 | 25-03-2026 |
|
- Home
- About District
- Department
- Directory
- Tourism
- Documents
- Notices
- Election
- More
- District Gazetteer
- Archive Election
- View Electoral Roll-2023
- Affidavits of Candidates for ULB Election 2022
- Preliminary/ Final Electoral Roll
- Special Summary Revision-2019
- Affidavits filed by Candidates for Malkangiri (AC-147)
- Affidavits filed by Candidates for Chitrakonda (AC-146)
- Account register of contesting candidates(146 AC)
- Account register of contesting candidates(147 AC)
- Abstract Statement of Expenditure
- Nominations & Affidavits of PRI ZP Members 2022
- Forms
- Media Gallery
- RTI
- Citizen Services
- Schemes
- Forest Right Act