• Shri Mohan Charan Majhi
    Chief Minister, Odisha
    Shri Mohan Charan Majhi
Sr. No. Title Description Start Date End Date Download/Details
1 ଘୋଷଣା File No. 6330/2025 Date: 25.9.2025 (Tahsildar, Malkangiri)

ସର୍ବସାଧାରଣଙ୍କ ଅବଗତି ନିମନ୍ତେ , ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅଧୁନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : ସର୍ଗିଗୁଡା, ଥାନା : ମାଲକାନଗିରି, ତହସିଲ :ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଗ୍ରହଣ ଆବଶ୍ୟକ ହେଉଅଛି ।

ଏହି ଭୂମି ଅଗ୍ରହଣ ସମ୍ୱନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୭୭ /୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି ।

26-09-2025 25-03-2026
2 ଘୋଷଣା File No. 6302/2025 Date: 25.9.2025 (Tahsildar, Malkangiri)

ସର୍ବସାଧାରଣଙ୍କ ଅବଗତି ନିମନ୍ତେ , ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : ରାଙ୍ଗଣୀଗୁଡା, ଥାନା : ମାଲକାନଗିରି, ତହସିଲ :ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଗ୍ରହଣ ଆବଶ୍ୟକ ହେଉଅଛି ।

ଏହି ଭୂମି ଅଧୁଗ୍ରହଣ ସମ୍ବନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୭୯ /୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି ।

26-09-2025 25-03-2026
3 ଘୋଷଣା File No. 6323/2025 Date: 25.9.2025 (Tahsildar, Malkangiri)

ସର୍ବସାଧାରଣଙ୍କ ଅବଗତି ନିମନ୍ତେ, ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅଧୁନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : ପାଣ୍ଡରିପାଣି , ଥାନା : ମାଲକାନଗିରି, ତହସିଲ :ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଧିଗ୍ରହଣ ଆବଶ୍ୟକ ହେଉଅଛି ।

ଏହି ଭୂମି ଅଧିଗ୍ରହଣ ସମ୍ୱନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜୁନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୬୩ / ୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି ।

26-09-2025 25-03-2026
4 ଘୋଷଣା File No. 6316/2025 Date: 25.9.2025 (Tahsildar, Malkangiri)

ସର୍ବସାଧାରଣଙ୍କ ଅବଗତି ନିମନ୍ତେ , ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅଧୁନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : କେନ୍ଦୁଗୁଡା, ଥାନା : ମାଲକାନଗିରି, ତହସିଲ :ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଗ୍ରହଣ ଆବଶ୍ୟକ ହେଉଅଛି ।

ଏହି ଭୂମି ଅଗ୍ରହଣ ସମ୍ବନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୮୧/୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି ।

26-09-2025 25-03-2026
5 ଘୋଷଣା File No. 6309/2025 Date: 25.9.2025 of (Tahsil, malkangiri)

ସର୍ବସାଧାରଣଙ୍କ ଅବଗତି ନିମନ୍ତେ, ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ବହୁ -ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୯ ର ଅଧୁନିୟମ ୧ ଅନୁଯାୟୀ ଏହି ଘୋଷଣାନାମା ଦିଆଯାଉଅଛି ଯେ ଉକ୍ତ ଆଇନ ର ଧାରା ୧୫ (୨) ଅନୁସାରେ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରଦତ୍ତ ରିପୋର୍ଟକୁ ବିବେଚନା କରି ରାଜ୍ୟ ସରକାରଙ୍କୁ ଏହି ଆଇନର ଧାରା ୨(୧) ପ୍ରକାରେ ପ୍ରତୀତ ହେଉଅଛି ଯେ ମୌଜା : ଦାନିଗୁଡା, ଥାନା : ମାଲକାନଗିରି, ତହସିଲ : ମାଲକାନଗିରି, ଜିଲ୍ଲା : ମାଲକାନଗିରି ରେ ନିମ୍ନ ସୂଚିତ ' କ ' ତହସିଲ ଜମି ଏକ ସାର୍ବଜନୀନ ଉଦ୍ଦେଶ୍ୟରେ ଯଥା : ଜୟପୁର –ମାଲକାନଗିରି ନୂତନ ଓସାରିଆ ରେଳ ସଂଯୋଗ କରଣ ପ୍ରକଳ୍ପ ନିମନ୍ତେ ଭୂମି ଅଗ୍ରହଣ ଆବଶ୍ୟକ ହେଉଅଛି ।

ଏହି ଭୂମି ଅଗ୍ରହଣ ସମ୍ୱନ୍ଧୀୟ ପ୍ରାରମ୍ଭିକ ବିଜ୍ଞପ୍ତି ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୁ- ଅର୍ଜନ, ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ତୋତା ଆଇନ, ୨୦୧୩ (RFCTLAR & R Act, 2013 ) ର ଧାରା ୧୧(୧) ଅନୁଯାୟୀ ବିଜ୍ଞପ୍ତି ସଂଖ୍ୟା ୩୬୧/୨୦୨୩ ତା :୧୬.୦୬.୨୦୨୩ ରିଖ ରେ ପ୍ରକାଶିତ ହୋଇଅଛି ।

26-09-2025 25-03-2026
6 Expression of lnterest (Eol) for selection of MSE/WSHG for procurement and supply of school uniform in Malkangiri District

 Expression of  lnterest (Eol) for selection of MSE/WSHG for procurement and supply of school uniform in  Malkangiri District

17-05-2024 27-05-2024
7 General public for trace out the guardians of the aboundand girl child Dibansi

General Public trace out the Guardians of the aboundand girl child Dibansi. DCPU Malkangiri

19-08-2019 17-09-2019